served as Minister
ଦେଶ- ବିଦେଶ  ଓଡ଼ିଶା 

ଗୁଆଟେମାଲାର ରାଷ୍ଟ୍ରଦୂତ ନିଯୁକ୍ତ ହେଲେ ଓଡ଼ିଆ ଆଇଏଫଏସ ଅଧିକାରୀ

ଗୁଆଟେମାଲାର ରାଷ୍ଟ୍ରଦୂତ ନିଯୁକ୍ତ ହେଲେ ଓଡ଼ିଆ ଆଇଏଫଏସ ଅଧିକାରୀ ନୂଆଦିଲ୍ଲୀ : ୨୦୦୦ ବ୍ୟାଚର ଭାରତୀୟ ବିଦେଶ ସେବା ଅଧିକାରୀ ମନୋଜ କୁମାର ମହାପାତ୍ର କେନ୍ଦ୍ରୀୟ ଆମେରିକୀୟ ଦେଶ ଗୁଆଟେମାଲାର ଭାରତୀୟ ରାଷ୍ଟ୍ରଦୂତ ନିଯୁକ୍ତ ହୋଇଛନ୍ତି । ସେ ଖୁବଶୀଘ୍ର କାର୍ଯ୍ୟଭାର ଗ୍ରହଣ କରିବେ ବୋଲି ଭାରତର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ସେ ପୂର୍ବରୁ ବାଣିଜ୍ୟ ମନ୍ତ୍ରାଳୟ, ୱାସିଂଟନରେ ଥିବା ଭାରତୀୟ ଦୂତାବାସ ଓ ନ୍ୟୁୟର୍କରେ ଥିବା ଭାରତୀୟ କନସୁଲେଟରେ ଡେପୁଟି କନସୁଲ ଜେନେରାଲ ଭାବେ ଅବସ୍ଥାପିତ ଥିଲେ ।
Read More...

Advertisement