Shimilipal abhayaranya
ଓଡ଼ିଶା 

ଚାରି ମାସ ଯାଏଁ ବନ୍ଦ ରହିବ ଶିମିଳିପାଳ

ଚାରି ମାସ ଯାଏଁ ବନ୍ଦ ରହିବ ଶିମିଳିପାଳ ଆଜି ଠାରୁ ୪ ମାସ  ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଋତୁ ଆସୁଥିବରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପାଇଁ ଅଭୟାରଣ୍ୟକୁ ବନ୍ଦ ରଖାଯିବ । ଏନେଇ ସୂଚନା ଦେଇଛନ୍ତି ଉତ୍ତର ଶିମିଳିପାଳର ଏସିଏଫ୍ ପ୍ରଦୀପ କୁମାର ଦେ । ବର୍ଷା ଆସିଲେ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହୋଇଯାଏ । ଏଣୁ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ । […]
Read More...

Advertisement