PMLA କୋର୍ଟରେ ହାଜର ହେବେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲିଂ ଘଟଣାର ଅନ୍ୟତମ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ PMLA କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ। ତାଙ୍କ ବ୍ୟକ୍ତିଗତ ହାଜର ନହେବା ପାଇଁ ସେ କରିଥିବା ଆବେଦନକୁ ଖାରଜ କରିଛନ୍ତି କୋର୍ଟ । ଆଜି ହାଜର ନହେଲେ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ କୋର୍ଟ ଜାମିନ ବିହୀନ ଗିରଫ ପରୱାନା ବା NBW ଜାରି ହୋଇପାରେ । ଅର୍ଚ୍ଚନା ମନି ଲଣ୍ଡରିଂ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କୁ ଚତୁର୍ଥ ଅଭିଯୁକ୍ତ ଭାବେ ଚାର୍ଜସିଟରେ ଦର୍ଶାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

Launching Ceremony of “AYUSHMAN BHARAT

Comments are closed.