shree mandir close in diwali
ଓଡ଼ିଶା 

ଦୀପାବଳିରେ ଶ୍ରୀମନ୍ଦିର ବନ୍ଦ: ମନ୍ଦିର ଚତୁପାଶ୍ୱର୍ରେ ୧୪୪ ଧାରା

ଦୀପାବଳିରେ ଶ୍ରୀମନ୍ଦିର ବନ୍ଦ: ମନ୍ଦିର ଚତୁପାଶ୍ୱର୍ରେ ୧୪୪ ଧାରା ପୁରୀ: ନଭେମ୍ବର ୦୧: ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ ସକାଶେ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ୧୪୪ଧାରା ଜାରି ହେବ । ପରମ୍ପରା ଅନୁସାରେ ଭକ୍ତିମାନେ ବଡବଡିଆ ଡାକିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକତ୍ରିତ ହୋଇ କାଉଁରିଆ କାଠି ଜାଳିବେ ନାହିଁ ବୋଲି କଟକଣା ରହିଛି । ଏନେଇ ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି । ସେହିପରି କାଳିପୂଜା ଅବସରରେ ୪ ଓ […]
Read More...

Advertisement