Shut Down In Cuttack
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ସୋମବାର କଟକରୁ ହଟିବ ସଟଡାଉନ୍; ଖୋଲିବ ସପିଂ ମଲ୍
Published On
By Samaya Live
କଟକ : ଜୁଲାଇ ୧୨: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ସହରରେ ଲାଗୁ ହୋଇଥିବା ସଟ୍ଡାଉନ୍ ଆସନ୍ତାକାଲିଠୁ ହଟିବ । ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ କୁହାଯାଇଛି । ସ୍ଥିତିର ସମୀକ୍ଷା କରାଯାଇ ସଟïାଉନ୍ ହଟିବା ନେଇ ନିଷ୍ପତ୍ତି ହୋଇଥିବା କୁହାଯାଇଛି, ହେଲେ ସପ୍ତାହରେ ଶନିବାର ଓ ରବିବାର ଯେଉଁଭଳି ଭାବରେ ସଟ୍କଡାଉନ୍ କଟକଣା ଲାଗୁ ହୋଇଛି, ତାହା ପୂର୍ବଭଳି ବଳବତ୍ତର ରହିବ ବୋଲି ସିଏମ୍ସି ପକ୍ଷରୁ କୁହାଯାଇଛି । […]

