Souchalaya use Free
ଓଡ଼ିଶା 

ଅଗଷ୍ଟ ୩୧ ପର୍ଯ୍ୟନ୍ତ ଶୌଚାଳୟ ଫି ଛାଡ

ଅଗଷ୍ଟ ୩୧ ପର୍ଯ୍ୟନ୍ତ ଶୌଚାଳୟ ଫି ଛାଡ ଭୁବନେଶ୍ୱର :ମେ ୨୭: କରୋନା ସଂକ୍ରମଣ ସମୟରେ ଲୋକେ ଯେଭଳି ଅଧିକ ସଂଖ୍ୟାରେ ଶୌଚାଳୟ ବ୍ୟବହାର କରିବେ ସେଥିପାଇଁ ଆସନ୍ତା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ସହରାଞ୍ଚଳରେ ଥିବା ଶୌଚାଳୟ ଗୁଡିକ ଲୋକଙ୍କ ଠାରୁ ୟୁଜର୍ସ ଫି ଆଦାୟ ନକରିବାକୁ କୁହାଯାଇଛି । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥିଭାଥନନ ଆଜି ଏହି ମର୍ମରେ ରାଜ୍ୟର ୧୧୪ଟି ପୌରସଂସ୍ଥା ଏବଂ ସୁଲଭ ଇଣ୍ଟରନାସନାଲକୁ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ଶୌଚାଳୟ ଗୁଡିକରେ ଲୋକଙ୍କ […]
Read More...

Advertisement