Soumyranjan death case
ଓଡ଼ିଶା  ଅପରାଧ 

ACF ସୌମ୍ୟରଂଜନ ମୃତ୍ୟୁ ମାମଲାର ହେବ ପୁନଃବିଚାର

ACF ସୌମ୍ୟରଂଜନ ମୃତ୍ୟୁ ମାମଲାର ହେବ ପୁନଃବିଚାର ପାରଳାଖେମୁଣ୍ଡି : ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାର ହେବ ପୁନଃବିଚାର I ପାରଳାଖେମୁଣ୍ଡି ଏସଡିଜେଏମଙ୍କ ନିକଟରେ ମାମଲାର ପୁନର୍ବିଚାର ପାଇଁ ଆବେଦନ କରିଛନ୍ତି ଏସିଏଫ ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର I ତାଙ୍କ ଆବେଦନ ପତ୍ରରେ ସେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗ କରିଛନ୍ତି I ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ରଙ୍କ ଆବେଦନକୁ ଗ୍ରହଣ […]
Read More...

Advertisement