SPEEKER BIKRAM KESHARI ARUKH
ରାଜନୀତି  ଓଡ଼ିଶା 

ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ

ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ ଭୁବନେଶ୍ୱର:ଜୁନ ୨୯: ୨ରୁ ବିଧାନସଭା ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ । ଅଧିବେଶନକୁ କିପରି ସୁରୁଖୁରୁରେ ପରିଚାଳନା କରାଯିବ ସେଥିପାଇଁ ସର୍ବଦଳୀୟ ବୈଠକ ଡକାଯାଇଛି । ତେବେ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ସବୁ ଦଳର ନେତା ଯୋଗ ଦେଇଛନ୍ତି । ଆରୁଖ ବାଚସ୍ପତି ହେଲା ପରେ ମୌସୁମୀ ଅଧିବେଶନରେ ସେ ପ୍ରଥମ ଥର ପାଇଁ ଗୃହ ପରିଚାଳନା କରିଛନ୍ତି । ମାର୍ଚ୍ଚ ମାସରେ ହୋଇଥିବା ଅଧିବେଶନରେ କଟକଣା […]
Read More...

Advertisement