speeker ilection of odisha bidhan sabha
ଓଡ଼ିଶା 

ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ

ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ ଭୁବନେଶ୍ୱର: ଜୁନ ୧୩: ବିଧାନସଭା ପାଇଁ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧିବେଶନରେ ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି ଆରୁଖ । ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଞ୍ଜନଗରରୁ ୬ ଥର ବିଧାୟକ ହୋଇଥିବା ବିକ୍ରମ କେଶରୀ ଆରୁଖ ଏବେ ବାଚସ୍ପତି ଦାୟିତ୍ୱ ନିର୍ବାହ କରିବେ । ପୂର୍ବତନ […]
Read More...

Advertisement