ମ୍ୟାଚ ଆଗରୁ ରୋହିତ ଶର୍ମା ଆହତ

ସମୟ ଲାଇଭ,୧/୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ରବିବାର ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ୍ ଷ୍ଟାଡ଼ିୟମରେ ଖେଳାଯିବ। ଏହି ମ୍ୟାଚ୍ ପୂର୍ବରୁ ଭାରତୀୟ ପ୍ରଶଂସକଙ୍କ ପାଇଁ ଖରାପ ଖବର। ଅଭ୍ୟାସ ସମୟରେ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ଟି-୨୦ ଶୃଙ୍ଖଳା ଲାଗି ଦଳର ଅଧିନାୟକ ଦାୟିତ୍ଵ ସମ୍ଭାଳିବେ। ତାଙ୍କର ଏହି ଆହତ […]

Samaya Live Picture
Published On

ସମୟ ଲାଇଭ,୧/୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ରବିବାର ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ୍ ଷ୍ଟାଡ଼ିୟମରେ ଖେଳାଯିବ। ଏହି ମ୍ୟାଚ୍ ପୂର୍ବରୁ ଭାରତୀୟ ପ୍ରଶଂସକଙ୍କ ପାଇଁ ଖରାପ ଖବର। ଅଭ୍ୟାସ ସମୟରେ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ଟି-୨୦ ଶୃଙ୍ଖଳା ଲାଗି ଦଳର ଅଧିନାୟକ ଦାୟିତ୍ଵ ସମ୍ଭାଳିବେ। ତାଙ୍କର ଏହି ଆହତ ଭାରତୀୟ ଦଳ ପାଇଁ ଚିନ୍ତାର ବିଷୟ।

Tags: