sudarshana pattnaik
ଜିଲ୍ଲା 

ଯୋଗ ଦିବସରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓ ମାନସ ସାହୁଙ୍କ ବାଲୁକା କଳା

ଯୋଗ ଦିବସରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓ ମାନସ ସାହୁଙ୍କ ବାଲୁକା କଳା ପୁରୀ: ଜୁନ୍‌ ୨୧: ଆଜି ଆନ୍ତର୍ଜାତିକ ଯୋଗ ଦିବସ । ଏହି ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ବାଲୁକା କଳା ମାଧ୍ୟମରେ ସଚେତନତାର ବାର୍ତ୍ତା ଦେଇଛନ୍ତି ଉଭୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓ ମାନସ ସାହୁ । ଉଭୟ ନିଜର କଳା ମାଧ୍ୟମରେ ଯୋଗ ଦିବସର ଶୁଭେଚ୍ଛା ଜଣାଇବା ସହ ସଚେତନତାର ବାର୍ତ୍ତା ଦେଇଛନ୍ତି । ବାଲୁକା କଳାରେ ସକାଳର ସୂର୍ଯ୍ୟ କିରଣରେ ବସି ଯୋଗମୁଦ୍ରାର ଚିତ୍ରଣ କରିଛନ୍ତି ମାନସ । ୧୭ ଫୁଟ ଓସାରର ଏହି […]
Read More...

Advertisement