supreme court has made a statement on elegal mins
ଦେଶ- ବିଦେଶ 

ବେଆଇନ ଖଣି ଖନନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ

ବେଆଇନ ଖଣି ଖନନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ନୂଆଦିଲ୍ଲୀ: ଜୁନ ୭: ଜଙ୍ଗଲ ଅନୁମତି ନଥାଇ ରାଜ୍ୟରେ ଜାରି ରହିଥିବା ବେଆଇନ୍‌ ଖଣି ଖନନ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି । ଆସନ୍ତା ୬ ମାସ ମଧ୍ୟରେ ସେଭଳି ମାମଲାର ଫଇସଲା ପାଇଁ ଓଡ଼ିଶା ହାଇକୋର୍ଟଙ୍କୁ ସୁପ୍ରିମକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କହିଛନ୍ତି । ଜଷ୍ଟିସ ଏମ୍‌.ଆର ଶାହା ଏବଂ ଅନିରୁଦ୍ଧ ବୋଷଙ୍କ ଖଣ୍ଡପୀଠ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଜଙ୍ଗଲ ଓ ଅନ୍ୟ କର୍ତ୍ତୃପକ୍ଷଙ୍କ ମଞ୍ଜୁରୀ ମିଳିନଥିଲେ ବି ଅନେକ ଖଣି ସଂସ୍ଥା ବେଆଇନ୍‌ […]
Read More...

Advertisement