୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨, ୫୬୮ ଏବଂ ୪ ହଜାରରୁ ଉର୍ଦ୍ଧ୍ୱ ସୁସ୍ଥ
ଦିଲ୍ଲୀ: ମାର୍ଚ୍ଚ ୧୫ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୫୬୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪ ହଜାର ୭୨୨ ଜଣ ସୁସ୍ଥ ହୋଇଛନ୍ତି ।…