ଦେଶରେ ବଢ଼ୁଛି କରୋନା: ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୩ ହଜାରକୁ ପାର୍ , ୩୯ ମୃତ
ଦିଲ୍ଲୀ: ଏପ୍ରିଲ ୨୮ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୩୦୩ ରହିଛି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୪ କୋଟି ୩୦ ଲକ୍ଷ ୬୮ ହଜାର ୭୯୯ ଜଣ କରୋନାରେ ସଂକ୍ରମିତ…