ଓଡ଼ିଶା ରାଜ୍ୟରେ ପ୍ରତିଷ୍ଠା ହେବ ୩୪ ନୂତନ ଅଦାଲତ May 2, 2022 ଭୁବନେଶ୍ୱର: ମଇ ୦୨: ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ୩୪ଟି ନୂତନ ଅଦାଲତ ପ୍ରତିଷ୍ଠା ପାଇଁ ସରକାର ସ୍ଥିର କରିଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଏ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ…