ଦେଶ- ବିଦେଶ ୨୪ ଘଣ୍ଟାରେ ଦେଶରେ ୬, ୮୨୨ କରୋନା ସଂକ୍ରମିତ ଏବଂ ୨୨୦ ମୃତ Dec 7, 2021 ଦିଲ୍ଲୀ: ଡିସେମ୍ବର ୦୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬, ୮୨୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୦, ୦୦୪ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି ,…