୮ ସନ୍ଧ୍ୟା ସୁଦ୍ଧା ଘୂର୍ଣ୍ଣି ବାତ୍ୟା: ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର
ଭୁବନେଶ୍ୱର: ମେ ୦୬: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ଏହା ଅବପାତରେ ପରିଣତ ହେବା ସହିତ ୮ ତାରିଖ…