ଓଡ଼ିଶା ହାତ ଛାଡ଼ି ପଦ୍ମ ଧରିଲେ ବରଗଡ଼ର ପୂର୍ବତନ କଂଗ୍ରେସ ସାଂସଦ ସଞ୍ଜୟ Dec 1, 2022 ବରଗଡ଼: ଆଜି ପଦ୍ମପୁର ପୁରୋହିତ କଲ୍ୟାଣ ମଣ୍ଡପରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବରଗଡ଼ର ପୂର୍ବତନ କଂଗ୍ରେସ ସାଂସଦ ସଞ୍ଜୟ ଭୋଇ ବିଜେପିରେ ଯୋଗ ଦେଲେ । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସଭାପତି ସମୀର…