ଓଡ଼ିଶା ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ Mar 5, 2022 ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଭାବେ ବିଜୁ ପଟ୍ଟନାୟକ ପରିଚିତ । ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏଁ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକେଫାବର ୨ ଯାଏ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ…