ଦେଶର ବ୍ୟବସାୟ କ୍ଷେତ୍ର ସହଯୋଗୀ ଏବଂ ବିଦେଶରେ ଥିବା ଭାରତୀୟ ମିଶନ ମୁଖ୍ୟଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଅଗଷ୍ଟ ୬: ଆଜି ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରର ସହଯୋଗୀ ଏବଂ ବିଦେଶରେ ଥିବା ଭାରତୀୟ ମିଶନ ମୁଖ୍ୟମାନଙ୍କ ସହ ଏକ ଭିଡିଓ କନ୍ଫରେନ୍ସି ମାଧ୍ୟମରେ ଆଲୋଚନା କରିବେ ।…