ପୁଣି ଡରାଇଲାଣି କରୋନା : ୨୪ ଘଣ୍ଟାରେ ଦେଶରେ ୮ ହଜାରୁ ଅଧିକ ସଂକ୍ରମିତ ଚିହ୍ନଟ
ଦିଲ୍ଲୀ: ଜୁନ୍ ୧୧ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାର ୩୨୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛିନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ମୋଟ୍…