ଓଡ଼ିଶା ଆଜି ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୨ ହଜାର ତଳକୁ Jul 24, 2021 ଭୁବନେଶ୍ୱର:ଜୁଲାଇ ୨୪: ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୮୬୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ସଙ୍ଗରୋଧରୁ ୧ହଜାର ୮୨ ଜଣ ରହିଥିଲାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୮୨ ରହିଛି । ୨୪…