ଇଣ୍ଡିଆନ ଗ୍ୟାସ ଏକ୍ସଚେଞ୍ଜ(ଆଇଜିଏକ୍ସ)ର ଶୁଭାରମ୍ଭ; ଦେଶର ପ୍ରଥମ ଅନଲାଇନ ବିତରଣ ଆଧାରିତ ଗ୍ୟାସ ଟ୍ରେଡିଂ ପ୍ଲାଟଫର୍ମ
ଭୁବନେଶ୍ୱର (ସବୁ୍ୟ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଏକ ଅନଲାଇନ୍ ସମାରୋହରେ ଇଣ୍ଡିଆନ ଗ୍ୟାସ ଏକ୍ସଚେଞ୍ଜ(ଆଇଜିଏକ୍ସ)ର ଶୁଭାରମ୍ଭ କରିଛନ୍ତି । ଏହା ଦେଶବ୍ୟାପୀ ପ୍ରଥମ ଅନଲାଇନ୍ ବିତରଣ ଆଧାରିତ ଗ୍ୟାସ…