ଜେଲ୍ର ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ, ଅଧିକ ଶିଶୁ ଥିବା ଜେଲ୍ରେ ଖୋଲିବ ଅସ୍ଥାୟୀ ଅଙ୍ଗନବାଡ଼ି କେନ୍ଦ୍ର
ଭୁବନେଶ୍ୱର : ମାର୍ଚ୍ଚ ୨୪: ଏବେ ଜେଲରେ ନିଜ ପିତାମାତାଙ୍କ ସହ ରହୁଥିବା ଶିଶୁଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ ବୋଲି ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି କରାଯାଇଛି । ଉକ୍ତ ଗାଇଡ୍ଲାଇନରେ…