ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ହେଲେ ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି
ଭୁବନେଶ୍ୱର: ଜୁଲାଇ ୨୨: ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଫକିରମୋହନ ବିଶ୍ୱବିଦ୍ୟାଳୟରେ କୁଳପତି ଭାବେ ନିଯୁକ୍ତି ପାଇଛନ୍ତି । ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓଡ଼ିଶା ୟୁନିଭର୍ସିଟି ସଂଶୋଧନ ଅଧିନିୟମ ୨୦୨୦ର…