Feature ଭିନ୍ନ ସ୍ଥାନରେ ଗଜାନନଙ୍କ ପୂଜା Sep 9, 2021 ପୂରା ଭାରତରେ ଗଣେଶ ପୂଜା ସବୁ ସ୍ଥାନରେ ପାଳନ ହୋଇଥାଏ । ବିଭିନ୍ନ ରାଜ୍ୟରେ ଏହାକୁ ଭିନ୍ନ ଢଙ୍ଗରେ ପାଳନ କରନ୍ତି । ଗଣେଶ ଚତୁର୍ଥୀର ଅନେକ ଦିନ ପୂର୍ବରୁ ଏହାର ପ୍ରସ୍ତୁତି ଆରମ୍ଭ ହୋଇଯାଇଥାଏ । ମହାରାଷ୍ଟ୍ର, ଦିଲ୍ଲୀ, ଗୋଆ,…