ଡିସେମ୍ବର ୨୭ରୁ ବିଶ୍ୱ ସର୍ବ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ଆରମ୍ଭ
ବରଗଡ଼ : ବିଶ୍ୱର ସର୍ବ ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ । ଦୀର୍ଘ ୧୧ ଦିନ ଧରି ହେଉଥିବା ଏହି ଯାତ୍ରା ୨୦୨୩ ଜାନୁୟାରୀ ୬ ପର୍ଯ୍ୟନ୍ତ ଚାଲିବ । କରୋନା କଟକଣା ଯୋଗୁ…