ବ୍ରଜରାଜନଗର ଉପନିର୍ବାଚନ: ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା, ୫ କେନ୍ଦ୍ର ମନ୍ତ୍ରୀ
ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ଶାସକ ବିଜୁ ଜନତା ଦଳ, ବିରୋଧୀ ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ । ନାମାଙ୍କନ ପତ୍ର ଦାଖଲଠୁ ନେଇ ପ୍ରତ୍ୟାହାର…