ଓଡ଼ିଶା ଗିନିଜ୍ ୱାଲଡ୍ ରେକର୍ଡ କଲା କେନ୍ଦୁଝର ରଥ May 7, 2022 କେନ୍ଦୁଝର: ମଇ ୦୭: ଗିନିଜ୍ ଓ୍ବାର୍ଲଡ ରେକର୍ଡସ୍ରେ ସ୍ଥାନ ପାଇଲା କେନ୍ଦୁଝରର ରଥ। ଏ ନେଇ ଏକ ସ୍ୱତନ୍ତ୍ର ସମାରୋହରେ ଜିଲ୍ଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି। କେନ୍ଦୁଝରର କାଠ ନିର୍ମିତ ନନ୍ଦିଘୋଷ ରଥର ଉଚ୍ଚତା ୭୨…