ଆଜି ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ, ଶପଥ ଗ୍ରହଣ କରିବେ ୧୨ଜଣ ମନ୍ତ୍ରୀ
ମୁମ୍ବାଇ: ମୁଖ୍ୟମନ୍ତ୍ରୀ ହୋଇ କ୍ଷମତା ହାତେଇବା ପରେ ବି ନିଜ କ୍ୟାବିନେଟ ସମ୍ପ୍ରସାରଣ କରିପାରିନାହାନ୍ତି ଏକନାଥ ସିନ୍ଦେ । ଗତ କିଛି ଦିନ ହେଲାଣି ଏନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଶେଷରେ ଆସନ୍ତାକାଲି ସିନ୍ଦେ ନିଜ…