ପାଣିପାଗ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା May 24, 2022 ଭୁବନେଶ୍ୱର: ମଇ ୨୪: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜି ଉତ୍ତର ଓଡ଼ିଶା, ଉପକୂଳ…