ଓଡ଼ିଶା ନାଗ ବଂଶୀୟ ବାଲିଯାତ୍ରାର କଳସ ଯାତ୍ରା ସମ୍ପନ୍ନ Oct 27, 2021 କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡହଗାଁ ପଞ୍ଚାୟତ ନୂଆଗୁଡା ନାଗପଡା ରେ ନାଗ ବଂଶୀୟ ଭାଇ ଭାଇଙ୍କ ଏକ ଜୁଟ ଫଳରେ ଦୀର୍ଘ ଷାଠିଏ ବର୍ଷ ପରେ ଭୀମା ବାଲିଯାତ୍ରା ଅନୁଷ୍ଠିତ ହୋଇଛି । ନାଗ ବଂଶୀୟ ପିତୃପୁରୁଷ ଙ୍କ…