ଗୁଜରାଟ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ୯୩ଟି ଆସନ ପାଇଁ ଚାଲିଛି ମତଦାନ,ଭୋଟ ଦେବେ ପ୍ରଧାନ ମନ୍ତ୍ରୀ
ନୂଆଦିଲ୍ଲୀ : ଆଜି ଗୁଜରାଟ ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ୧୪ଟି ଜିଲ୍ଲାର ୯୩ଟି ଆସନ ପାଇଁ ମତଦାନ ଜାରି ରହିଛି । ସକାଳ ୮ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ସଂଧ୍ୟା ୫ଟା ଯାଏଁ…