ରାଜସ୍ଥାନରେ ଗଣତନ୍ତ୍ରର ସୁରକ୍ଷା ପାଇଁ ରାଜଭବନ ସମ୍ମୁଖରେ ପିସିସିର ବିକ୍ଷୋଭ
ଭୁବନେଶ୍ୱର : ଜୁଲାଇ ୨୭:କେନ୍ଦ୍ରର ବିଜେପି ସରକାର ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ପ୍ରତି ବିପଦ ସୃଷ୍ଟି କରୁଛି ଏବଂ କ୍ରମାଗତ ଭାବେ କଂଗ୍ରେସ ଶାସିତ ରାଜ୍ୟ ମାନଙ୍କରେ ଲୋକଙ୍କ ଦ୍ୱାରା ନିର୍ବାଚିତ ସରକାରଙ୍କୁ ଅନୈତିକ…