ଓଡ଼ିଶା ୨୪ ଘଣ୍ଟାରେ ରାଜ୍ୟରେ ୫୩୯ କରୋନା ସଂକ୍ରମିତ ଏବଂ ୪୧୭ ସୁସ୍ଥ Sep 24, 2021 ଭୁବନେଶ୍ୱର: ସେପ୍ଟେମ୍ବର ୨୪ : ଆଜି ରାଜ୍ୟରେ ୬୮, ୮୧୮ ସ୍ୱାବ ଟେଷ୍ଟ ମଧ୍ୟରୁ ୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର…