ଓଡିଶାରେ ୭୯ ନୂଆ କରୋନା ଆକ୍ରାନ୍ତ; ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୧୫୧୭ କୁ ବୃଦ୍ଧି
ଭୁବନେଶ୍ୱର: ମେ ୨୬: ଓଡ଼ିଶାରେ ୭୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି l ଏହାକୁ ମିଶାଇ, ରାଜ୍ୟର ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୧୫୧୭ କୁ ବୃଦ୍ଧି ପାଇଛି l
ଗଂଜାମ ଜିଲ୍ଲାରେ ୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ…