ପଦ୍ମପୁର ଉପନିର୍ବାଚନ: ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ ଭାବେ ଚୟନ କରିପାରେ ବିଜେପି
ଭୁବନେଶ୍ୱର: ପ୍ରଦୀପ ପୁରୋହିତ ପଦ୍ମପୁର ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ହୋଇପାରନ୍ତି ବୋଲି ସୁନ୍ଦରଗଡ଼ ବିଧାୟକ ତଥା ବିଜେପି ନେତା କୁସୁମ ଟେଟେ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି । ହେଲେ ବିଜେପି ପକ୍ଷରୁ ଏନେଇ…