ଆଣ୍ଡାମାନରେ ସ୍ଥିର ରହିଛି ଘୂର୍ଣ୍ଣିବଳୟ: ୧୩ରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା
ଭୁବନେଶ୍ୱର: ଅକ୍ଟୋବର ୧୧: ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସ୍ଥିର ରହିଛି । ଘର୍ଣ୍ଣିବଳୟ ସମାନ ସ୍ଥାନରେ ସ୍ଥିର ରହିଥିବାରୁ ଲଘୁଚାପ ସୃଷ୍ଟିରେ ବିଳମ୍ବ ହେଉଛି । ତେବେ ୧୩ ଆଡକୁ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ…