ଓଡ଼ିଶା ରାଜ୍ୟ ମୁଖ୍ୟ ସୂଚନା କମିଶନର ହୋଇପାରନ୍ତି ଜଳଦ କୁମାର ତ୍ରିପାଠୀ Sep 22, 2021 ଭୁବନେଶ୍ୱର : ତାମିଲନାଡୁର ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଜଳଦ କୁମାର ତ୍ରିପାଠୀ ରାଜ୍ୟର ମୁଖ୍ୟ ସୂଚନା କମିଶନର ହୋଇପାରନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…