୨୪ ଘଣ୍ଟାରେ ୧୫୬ ଜଣ ନୂଆ କରୋନା ଆକ୍ରାନ୍ତ; ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୨୧୦୪ କୁ ବୃଦ୍ଧି
ଭୁବନେଶ୍ୱର: ଜୁନ ୦୧: ୨୪ ଘଣ୍ଟା ମଧ୍ୟରେ, ରାଜ୍ୟରେ ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି l ଓଡ଼ିଶାରେ ପ୍ରଥମ ଥର ପାଇଁ ଗୋଟିଏ ଦିନରେ ଏତେ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ l ଆଜି ପର୍ଯ୍ୟନ୍ତ ଚିହ୍ନଟ…