Browsing Tag

Odisha Weather

ଆସନ୍ତାକାଲି ଆଉ ଏକ ଲଘୁଚାପ, ରାଜ୍ୟରେ ରାତ୍ରି ତାପମାତ୍ରା ବଢ଼ିବ

ଭୁବନେଶ୍ୱର: ନଭେମ୍ବର ୧୨: ଆସନ୍ତାକାଲି ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ତେବେ ଏହାରି ପ୍ରଭାବରେ ଶୀତ କମିବ ଏବଂ ଦିନରେ ଆକାଶ ମେଘାଚ୍ଛ ନ୍ନ ରହିବ । ପାଣିପାଗ ସୂଚନା ଅନୁସାରେ, ଆସନ୍ତିାକାଲି ସୃଷ୍ଟି…

କାଳବେଶାଖୀ ସମ୍ଭାବନା : ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସେପ୍‌ଟେମ୍ବର ୨୪ : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ…

୧୫ରୁ ଓଡ଼ିଶାରେ ହୋଇପାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଅଗଷ୍ଟ ୧୨: ପଶ୍ଚିମ କେନ୍ଦ୍ରିୟ ଏବଂ ଏହାର ଆଖପାଖ ଉତ୍ତର -ପଶ୍ଚିମ ବଙ୍ଗେପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳସ୍ୱରୂପ ୪୮ ଘଣ୍ଟା ମଧ୍ୟରେ ସେହି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ…

ଆସନ୍ତା ୨୮ରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା

ଭୁବନେଶ୍ୱର: ଜୁଲାଇ ୨୬: ବଙ୍ଗେପସାଗରର ଉତ୍ତର ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖରେ ଉତ୍ତର-ଉପକୂଳରେ ଲଘୁଚାପ ଜନିତ ନିମ୍ନ ଚାପ ସୃଷ୍ଟି ହୋଇପାରେ ।…

ଆହୁରି ୨୪ ଘଣ୍ଟା କାଚିବ : ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଅଗଷ୍ଟ ୫:ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ । ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ ଏବଂ ସୁନ୍ଦରଗଡ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ଜାରି…

ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ:ଦୁଇଦିନ ଧରି ବର୍ଷିବ

ଭୁବନେଶ୍ୱର : ଅଗଷ୍ଟ ୪: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପ୍ରଭାବରେ ସମଗ୍ର ଓଡ଼ିଶାରେ ଆସନ୍ତା ଦୁଇ ଦିନ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଅଳ୍ପ କେତେକ ସ୍ଥାନରେ ପ୍ରବଳ…

୨ରୁ ୬ ଯାଏ ପ୍ରବଳ ବର୍ଷିବ; ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଅଗଷ୍ଟ ୨:ବର୍ଷାଭାବ ଯୋଗୁଁ ରାଜ୍ୟରେ ମରୁଡ଼ି ଭଳି ସ୍ଥିତି ସୃଷ୍ଟି ହୋଇଛି । ତେବେ ୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସୂଚନା ଅନୁସାରେ ସୋମବାର…

୪ ରୁ ବର୍ଷା : ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଜୁଲାଇ ୩୧:ଅଗଷ୍ଟ ୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଫଳରେ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଳାରେ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଅଧିକାଂଶ ଜିଲ୍ଳାରେ ୟେଲୋ…

ସୋମବାର ୫ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ଜୁଲାଇ ୧୨:ସୋମବାର ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବଜ୍ରପାତର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ସୋନପୁର, ଅନୁଗୁଳ,…

୫ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ; ସୋମବାର ପ୍ରବଳ ବର୍ଷିବ

ଭୁବନେଶ୍ୱର : ଜୁଲାଇ ୫ :୫ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏହିସବୁ ଜିଲ୍ଲାକୁ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସୂତରାଂ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।…