Browsing Tag

Odisha

ଡ. ଗାୟତ୍ରୀବାଳା ପଣ୍ଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର

ଭୁବନେଶ୍ୱର: ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପାଇବେ ଓଡ଼ିଆ ଭାଷାରେ କବି ଡ. ଗାୟତ୍ରୀବାଳା ପଣ୍ଡା I ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ତାଙ୍କୁ ମିଳିଥିବା ଘୋଷଣା…

ବାଲେଶ୍ବରରେ ମୁଖ୍ୟମନ୍ତ୍ରୀ ,୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର କଲେ ଶୁଭାରମ୍ଭ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୪୩୧ କୋଟି…

୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଲୋକାର୍ପିତ,ପ୍ରତି ପରିବାରକୁ ସ୍ଵଚ୍ଛ ପାଣି ଯୋଗାଇବା ମୋ ସରକାରର…

ଭୁବନେଶ୍ୱର : ସମସ୍ତଙ୍କ ମୁହଁରେ ହସ, ପାଣି ପାଇଁ ଅପେକ୍ଷାରୁ ମୁକ୍ତି । 5T ଉପକ୍ରମ ରେ ରାଜ୍ୟର ୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି ।…

ଭିଜିଲାନ୍ସ ଜାଲରେ କଳାହାଣ୍ଡି କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍‌

କଳାହାଣ୍ଡି : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କେ.ଗାଁ ଫରେଷ୍ଟ ରେଞ୍ଜ ଅଫିସର୍ କେଶବ ମାଝୀ। ତାଙ୍କ ବାସଭବନ ସମେତ କଳାହାଣ୍ଡି ଜିଲ୍ଲାର ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ…

ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ମାମଲା,ପତ୍ନୀ ଆଣିଲେ ହତ୍ୟା ଅଭିଯୋଗ

କଣ୍ଟାବାଞ୍ଜି : ଜେଲ ଭିତରେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ଘଟଣା I ସ୍ତ୍ରୀଙ୍କ ବିସ୍ଫୋରକ ବୟାନ I ପ୍ଲାନ କରି ମୋ ସ୍ୱାମୀଙ୍କୁ ହତ୍ୟା କରାଯାଇଛି I ସେ ଆତ୍ମହତ୍ୟା କରିନାହାନ୍ତି ବରଂ ତାଙ୍କୁ ହତ୍ୟା କରାଯାଇଥିବା ଭଳି…

ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲା,କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି

ଭୁବନେଶ୍ୱର : ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲ୍‌ରେ ଆତ୍ମହତ୍ୟା କରିବା ପରେ ସାରା ରାଜ୍ୟରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହାପରେ ଆରମ୍ଭ ହୋଇଛି କାଦୁଅ ଫିଙ୍ଗା ରାଜନୀତି Iଜେଲରେ…

ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାରେ, ପ୍ରେସମିଟ କରି ରାଜ୍ୟ ସରକାରଙ୍କୁ ଘେରିଲେ ବିଜେପି

ଭୁବନେଶ୍ୱର : ମମୀତI ମେହେର ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଥିବା ଗୋବିନ୍ଦ ସାହୁ ଆଜି କଣ୍ଟାବାଞ୍ଜି ଜେଲ ରେ ଆତ୍ମହତ୍ୟା କରିଛି I ଏହି ଘଟଣାରେ ପ୍ରେସମିଟ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେପି । ପ୍ରେସମିଟ ରେ…

ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆଉଜଣେ ସରକାରୀ ବାବୁ I ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଇଡକଲ୍ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଗୟା ସାନ୍ତରା ଙ୍କୁ ବାନ୍ଧିଛି ଭିଜିଲାନ୍ସ I ଶ୍ରୀ ସାନ୍ତରାଙ୍କ…

ଆଜି ସରୁଛି ଅର୍ଚ୍ଚନାଙ୍କ ରିମାଣ୍ଡ ଅବଧି

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ବ୍ଳକମେଲିଙ୍ଗ କୁଇନ ଅର୍ଚ୍ଚନା ନାଗଙ୍କ ଆଜି ସରୁଛି ଇଡି ରିମାଣ୍ଡ ଅବଧି । ସୋମବାର ପୁଣି କୋର୍ଟରେ ହଜାର ହେବେ ଅର୍ଚ୍ଚନା I ତେବେ ଦ୍ଵିତୀୟ ପର୍ଯ୍ୟାୟ ଜେରାବେଳେ ଅର୍ଚ୍ଚନାଙ୍କ ନିକଟରୁ ବିଶେଷ…

ବାର୍ଥ ଡେ ପାର୍ଟି କୁ ବିରୋଧ କରିବାରୁ ଘରେ ପଶି ମହିଳାଙ୍କୁ ଗଣ ଦୁଷ୍କର୍ମ, ୩ ଗିରଫ

ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ ! ବାର୍ଥ ଡେ ପାର୍ଟିକୁ ବିରୋଧ କରିବାରୁ ଘରେ ପଶି ମହିଳାଙ୍କୁ କଲେ ଗଣ ଦୁଷ୍କର୍ମ I ଘଟଣା ଘଟିଛି ଧୀରକୁଟି ବସିର ପତ୍ର ସାହିରେ ଇ ଏନେଇ ପୀଡିତ ମହିଳା ଜଣକ ମଞ୍ଚେଶ୍ୱର ଥାନାରେ ଏତଲା…