୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୩୦ ହଜାର ଉପରକୁ କରୋନା ସଂକ୍ରମିତ ଏବଂ ୪୮୮ ମୃତ
ଦିଲ୍ଲୀ: ଜାନୁଆରୀ ୨୨ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୭୦୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୪୨ ହଜାର ୬୭୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୩୧…