Browsing Tag

Orissa High Court

ହାଇକୋର୍ଟରେ ପହଞ୍ଚିଲା ଅର୍ଚ୍ଚନାଙ୍କ ଜାମିନ ଆବେଦନ

ଭୁବନେଶ୍ୱର: ରାଜ୍ୟର ବଡ଼ବଡ଼ିଆ ବିଧାୟକ, ରାଜନେତା, ପୋଲିସ ଓ ବିଜନେସ୍‌ ମ୍ୟାନଙ୍କୁ ହନିଟ୍ରାପ୍‌ରେ ଫସାଇଥିବା ଅର୍ଚ୍ଚନା ନାଗ ଭୁବନେଶ୍ୱର ଏସ୍‌ଡିଜିଏମ୍‌ କୋର୍ଟରେ ଜାମିନ ଆବେଦନ କରିଥିଲେ । ହେଲେ ଅର୍ଚ୍ଚନାଙ୍କ ଜାମିନ…

ମମିତା ମେହେର ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତକୁ ୧୪ ଦିନିଆ ଜାମିନ

କଣ୍ଟାବାଞ୍ଜି: ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଭାବେ କଣ୍ଟାବାଞ୍ଜି ଉପକାରାଗାରରେ ବିଚାରଧୀନ ବନ୍ଦୀ ଭାବେ ଥିବା ମୁଖ୍ୟ…

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍‌ ଉପରେ ରହିତାଦେଶ ଦେଲେ ସୁପ୍ରିମ କୋର୍ଟ

ଦିଲ୍ଲୀ: ମେ ୨୧: ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ, ୨୦୨୦ ଉପରେ ସୁପ୍ରିମ କୋର୍ଟ ରହିତାଦେଶ ଲଗାଇଛନ୍ତି । ତେବେ ସୁପ୍ରିମ କୋର୍ଟ ତିନି ମାସ ପର୍ଯ୍ୟନ୍ତ ରହିତାଦେଶ ଲଗାଇଥିବା ସୂଚନା ରହିଛି । ଏଥିସହିତ ସର୍ବୋଚ୍ଚ…

ଦୁଇମାସ ଭିତରେ ସ୍କୁଲ ଖୋଲିବ: ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲା ହାଇକୋର୍ଟ

କଟକ: ଫେବୃଅରୀ ୨: ଆସନ୍ତା ୨ ମାସ ଭିତରେ ସ୍କୁଲ ଖୋଲିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ଼ କଟକଣା ଭିତରେ କିଭଳି ସ୍କୁଲ ଖୋଲାଯାଇପାରିବ ଏନେଇ ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇବେ । ତେବେ…

ଆଜି ହାଇକୋର୍ଟର ୨ ନୂଆ ବିଚାରପତି ଶପଥ ନେଲେ

ଭୁବନେଶ୍ୱର: ଅକ୍‌ଟୋବର ୦୮: ଆଜି ଓଡ଼ିଶା ହାଇକୋର୍ଟର ଦୁଇ ବିଚାରପତି ଶପଥ ପାଠ ଗ୍ରହଣ କରିଛନ୍ତି । ସେମାନେ ହେଲେ ଜଷ୍ଟିସ୍‌ ଯଶୋବନ୍ତ ସିଂହ ଏବଂ ଜଷ୍ଟିସ୍‌ ଅରିନ୍ଦମ ସିହ୍ନା । ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ…

ଜଷ୍ଟିସ୍‌ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି

ଭୁବନେଶ୍ୱର : ଜୁନ ୦୯:ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ ସାବିତ୍ରୀ ରଥ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୁଶ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏ…

ଉଲିବୁରୁ ଖଣି ଦୁର୍ନୀତି ମାମଲା; ଷଷ୍ଠ ଥର ଲାଗି ଦୀପକ ଗୁପ୍ତାଙ୍କ ଜାମିନ୍‌ ଆବେଦନ

ରିପୋର୍ଟ: ପ୍ରଫୁଲ୍ଲ ମହାନ୍ତି କଟକ : ମେ ୨୮: କେନ୍ଦୁଝରର ବହୁ ଚର୍ଚ୍ଚିତ ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତା ଷଷ୍ଠ ଥର ଲାଗି ହାଇକୋର୍ଟରୁ ଜାମିନ୍‌ ପାଇଁ ଆବେଦନ କରିଛନ୍ତି ।…

ରଥଯାତ୍ରା ବାତିଲ ପାଇଁ ହାଇକୋର୍ଟରେ ମାମଲା

By Papu Mohanty ଭୁବନେଶ୍ୱର : May 21:ପୁରୀ ରଥଯାତ୍ରା ବାତିଲ ପାଇଁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର ହୋଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ମାମଲା ଦାୟର କରାଯାଇଥିଲାବେଳେ ଏଥିରେ କେନ୍ଦ୍ର ଓ ରାଜ୍ୟ…

ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମ୍‌କୋର୍ଟଙ୍କ ରହିତାଦେଶ; କେନ୍ଦ୍ର ସରକାରଙ୍କ ଗାଇଡ୍‌ଲାଇନ୍‌ ଆଧାରରେ…

Edited by Papu Mohanty କଟକ(ସ.ବୁ୍ୟ): 08/05: କରୋନା ସଂକ୍ରମିତମାନେ ରାଜ୍ୟକୁ ଫେରିପାରିବେ ନାହିଁ ବୋଲି ଓଡିଶା ହାଇକୋର୍ଟ ଦେଇଥିବା ଆଦେଶ ଉପରେ ଆଜି ସୁପ୍ରିମ୍‌କୋର୍ଟ ରହିତାଦେଶ ଜାରି କରିଛନ୍ତ । ଏଥିସହ…