ଓଡ଼ିଶା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହା ପରଲୋକ Oct 3, 2022 ବରଗଡ଼ : ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା । ବିଜୟ ରଞ୍ଜନ ଙ୍କ ପରଲୋକ…