Browsing Tag

Ratha Yatra

ତିନିରଥ ଭଙ୍ଗାଯିବା କାର୍ଯ୍ୟ ଆରମ୍ଭ

ପୁରୀ(ସବ୍ୟୁ): ଜୁଲାଇ ୨୫: ଚତୁର୍ଦ୍ଧାମୂର୍ତ୍ତି ରତ୍ନ ସିଂହାସନରେ ବିଜେ କରିବା ପରେ ମହାପ୍ରଭୁଙ୍କୁ ନବଦିନ ଯାତ୍ରାରେ ନେବା ଆଣିବା କରିଥିବା ସୁସଜ୍ଜିତ ୩ଟି ରଥକୁ ଭଙ୍ଗାଯିବା କାର୍ଯ୍ୟ ଜୁଲାଇ ୨୪ ତାରିଖରୁ ଆରମ୍ଭ ହୋଇଛି ।…

ଭଲରେ ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା; ସମସ୍ତଙ୍କୁ ଧନ୍ୟବାଦ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁଲାଇ ୨୦: କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି। ଏହି କଠିନ ପରିସ୍ଥିତିରେ…

ଭଙ୍ଗା ହେବନି ତିନି ରଥ; ନଭାଙ୍ଗି ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭରେ ରଖିବାକୁ ନିଷ୍ପତ୍ତି

ଭୁବନେଶ୍ୱର : ଜୁଲାଇ ୨୨:ଚଳିତବର୍ଷ ଭଙ୍ଗା ହେବନି ତିନି ରଥ । କାଳିଆଙ୍କ ନନ୍ଦିଘୋଷ ରଥ ସହ ଅନ୍ୟ ଦୁଇ ରଥ ଭଙ୍ଗାଯିବନି । ଶ୍ରୀଜିଉଙ୍କ ରଥ ନଭାଙ୍ଗି ସେସବୁକୁ ମ୍ୟୁଜିୟମରେ ରଖିବାକୁ ସ୍ଥିର ହୋଇଛି । ମହାପ୍ରଭୁଙ୍କ ପ୍ରମୋଦ…

ସୁନାବେଶରେ ଦର୍ଶନ ଦେଲେ ତିନି ଠାକୁର

ଭୁବନେଶ୍ୱର : ଜୁଲାଇ ୦୨:ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ ।ଲୀଳାଖେଳା ସାରି ମାଉସୀ ମାଙ୍କ ଘରୁ ଫେରିବା ପରେ ଗୁରୁବାର ମହଣ ମହଣ ସୁନା ଅଳଙ୍କାରରେ ଆଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । କରୋନା…

ରାତି ପାହିଲେ ସୁନାବେଶ; ସିଂହଦ୍ୱାରରେ ଲାଗିଲା ତିନି ରଥ

ଭୁବନେଶ୍ୱର : ଜୁଲାଇ ୦୧:ଶ୍ରୀମନ୍ଦିରର ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ । ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ପହଞ୍ଚିବା ପରେ ବାହୁଡ଼ା ଯାତ୍ରା ଶେଷ…

ରାତି ପାହିଲେ ବାହୁଡା; କାର୍ଯ୍ୟକ୍ରମର ହେବ ସିଧାପ୍ରସାରଣ

ଭୁବନେଶ୍ୱର : ଜୁନ ୩୦:ରାତି ପାହିଲେ ବାହୁଡା । ରଥଯାତ୍ରାର ବିବରଣୀ ସିଧାପ୍ରସାରଣ ପରେ ଏବେ ବାହୁଡା, ସୁନାବେଶ, ଅଧରପଣା, ନିଳାଦ୍ରୀବିଜେର ମଧ୍ୟ ସିଧାପ୍ରସାରଣ ହେବ । ସବୁ ଚ୍ୟାନେଲ କୁ ମାଗଣାରେ ଫିଡ଼ ଯୋଗାଇ ଦିଆଯିବ ।…

ବାହୁଡା ପ୍ରସ୍ତୁତି; ଦକ୍ଷିଣ ମୋଡ଼ ନେଲେ ତିନି ରଥ

ପୁରୀ : ଜୁନ ୨୮:ବାହୁଡା ଯାତ୍ରା ପ୍ରସ୍ତୁତିର ଆଦ୍ୟ ପର୍ବ ଆରମ୍ଭ ହୋଇଛି । ବିଧିପୂର୍ବକ ୩ ରଥରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହୋଇଛି । ୩ ପୂଜାପଣ୍ଡା ସାମନ୍ତ ୩ ବାଡ଼ରୁ ଆଜ୍ଞାମାଳ ଆଣିବା ପରେ ବିଜେ ହୋଇଥିଲା ଆଜ୍ଞାମାଳ ।…

ମୁଖ୍ୟମନ୍ତ୍ରୀଙ୍କ ବାହୁଡା ଯାତ୍ରା ସମୀକ୍ଷା;ମହାପ୍ରଭୁଙ୍କ ନୀତିର ଶୃଙ୍ଖଳିତ ପରିଚାଳନା ଉପରେ ଗୁରୁତ୍ୱ

ଭୁବନେଶ୍ୱର : ମହାପ୍ରଭୂଙ୍କ ବାହୁଡା, ସୁନାବେଶ, ଅଧରପଣା ଓ ନିଳାଦ୍ରୀବିଜେ ଆଦି ଯାତ୍ରା କାର୍ଯ୍ୟକ୍ରମର ସୁପରିଚାଳନା ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ…

ପୁରୀରେ ରଥଯାତ୍ରା ପାଇଁ ସାରା ବିଶ୍ୱ ଆନନ୍ଦିତ : ଧର୍ମେନ୍ଦ୍ର

ଭୁବନେଶ୍ୱର : ଜୁନ ୨୩:ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିବାର ସଦସ୍ୟଙ୍କ ସହ ନୂଆଦିଲ୍ଲୀ ହଜଖାସ ମନ୍ଦିରକୁ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ଏହି ଅବସରରେ ଶ୍ରୀ…

ରଥଯାତ୍ରା ସିଧାପ୍ରସାରଣ ଦେଖିଲେ ମୁଖ୍ୟମନ୍ତ୍ରୀ; ଏ କଠିନ ସମୟ ଶୀଘ୍ର ଦୂର କରିବେ ମହାପ୍ରଭୁ

ଭୁବନେଶ୍ୱର : ଜୁନ ୨୩:ବହୁ ବାଦବିବାଦ ପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ପବିତ୍ର ଘୋଷଯାତ୍ରା ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁପ୍ରିମକୋର୍ଟଙ୍କ ସର୍ତ୍ତ…