ଦେଶରେ କମୁଛି କରୋନା ସଂକ୍ରମଣ : ୨୪ ଘଣ୍ଟାରେ ୮, ୦୧୩ ସଂକ୍ରମିତ ଚିହ୍ନଟ
ଦିଲ୍ଲୀ: ଫେବୃଆରୀ ୨୮ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ୦୧୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୬ ହଜାର…