୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨, ୫୩୯ ଏବଂ ୪ ହଜାରରୁ ଉର୍ଦ୍ଧ୍ୱ ସୁସ୍ଥ
ଦିଲ୍ଲୀ: ମାର୍ଚ୍ଚ ୧୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ୫୩୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪ ହଜାର ୪୯୧ ଜଣ ସୁସ୍ଥ ହୋଇଛନ୍ତି ।…