ବିଶ୍ବ ଋଷି ସୁନକ ବ୍ରିଟେନ ର ନୂଆ ପ୍ରଧାନମନ୍ତ୍ରୀ Oct 26, 2022 ଲଣ୍ଡନ: ଭାରତୀୟ ବଂଶୋଦ୍ଭବ ରିଷି ସୁନକ୍ ହେଲେ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଦୌଡ଼ରୁ ପେନି ମୋରଡେଣ୍ଟ ଓହରିବା ପରେ ଋଷି ସୁନକଙ୍କ ନାଁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି । ବ୍ରିଟେନର ରାଜା ଚାର୍ଲସ…