ଓଡ଼ିଶା ପୂର୍ବତନ ମୁଖ୍ୟ ଶାସନ ସଚିବ ରବି ନାରାୟଣ ଦାସଙ୍କ ପରଲୋକ Nov 17, 2021 ଭୁବନେଶ୍ୱର: ନଭେମ୍ବର ୧୭: ପୂର୍ବତନ ମୁଖ୍ୟ ଶାସନ ସଚିବ ରବି ନାରାୟଣ ଦାସଙ୍କ ପରଲୋକ ଘଟିଛି । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । ଅସୁସ୍ଥତା କାରଣରୁ ୨ଦିନ ତଳେ ତାଙ୍କୁ…